ଏଣିକି ଜେରା ବେଳେ ସିସିଟିଭି, ଅଡିଓ ରେକର୍ଡିଂ ବାଧ୍ୟତାମୂଳକ
ନୂଆଦିଲ୍ଲୀ: ଦେଶର ସମସ୍ତ ଥାନା ହାଜତ, ସିବିଆଇ, ଏନ୍ଆଇଏ, ପ୍ରବର୍ତନ ନିଦେ୍ର୍ଧଶାଳୟ ଭତି ତଦନ୍ତକାରୀ ସଂସ୍ଥା ଜେରା କରିବାବେଳେ ନାଇଟ୍ ଭିଜନଯୁକ୍ତ ସିସିଟିଭି କ୍ୟାମେରା, ଅଡିଓ ରେକର୍ଡିଂ ବାଧ୍ୟତାମୂଳକ କରିବାକୁ ସୁପ୍ରିମ୍ କୋର୍ଟ ଏକ ଐତିହାସିକ ରାୟ ପ୍ରଦାନ କରିଛନ୍ତି । ସମସ୍ତ ରାଜ୍ୟ ଓ!-->…