ଉତର ଓଡ଼ିଶାରେ ମୃଦୁ ଭୂକମ୍ପନ

ବାଲେଶ୍ୱର,: ଗୁରୁବାର ବିଳମ୍ବିତ ରାତ୍ରୀରେ ମୟୂରଭଞ୍ଜ ଜିଲ୍ଲାରେ ମୃଦୁ ଭୂମିକମ୍ପ ସଂଘଠିତ ହୋଇଥିବା ଜଣାପଡ଼ିଛି । ରାତି ୨.୧୩ରେ ହୋଇଥିବା ଏହି ଭୂକମ୍ପନର ତୀବ୍ରତା ରିକ୍ଟର୍ ସ୍କେଲରେ ୩.୯ ଥିବା କଥା ‘ନ୍ୟାସନାଲ ସେଂଟର୍ ଫର୍ ସିସ୍ମୋଲୋଜି’ ସୂଚନା ଦେଇଛି । ଭୂକମ୍ପନ ଅନୁଭୂତ ହେବ । ପରେ…

ବିଧାୟକ ଜେଲରେ

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବେ ଜେଲରେ । କ୍ରାଇମବ୍ରାଂଚ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟା ବେଳେ ଶ୍ରୀ ପାଣିଗ୍ରାହୀଙ୍କୁ ଗିରଫ କରିବା ସହ ଭୁବନେଶ୍ୱରସ୍ଥିତ ଏସଡିଜେଏମ କୋର୍ଟରେ ହାଜର କରିଥିଲା । ତାଙ୍କର ଜାମିନ ଆବେଦନ କୋର୍ଟରେ ଖାରଯ ହେବା ସହିତ ତାଙ୍କୁ ୧୪ ଦିନ ପାଇଁ ବିଚାର…

ଦିଲ୍ଲୀରେ କୃଷକ ଆନ୍ଦୋଳନ, ଉତ୍ତରପ୍ରଦେଶରେ କ୍ଷେତ ସମ୍ଭାଳୁଛନ୍ତି ମହିଳା

ମିରଟ୍ : ଦିଲ୍ଲୀରେ ଜାରି ରହିଥିବା କୃଷକ ଆନ୍ଦୋଳନକୁ ସମର୍ଥନ କରି ବିଭିନ୍ନ ରାଜ୍ୟରୁ କୃଷକମାନେ ଦିଲ୍ଲୀ ମୁହାଁ ହୋଇଛନ୍ତି ଏବଂ ଆନ୍ଦୋଳନ କରୁଛନ୍ତି। ଉତ୍ତରପ୍ରଦେଶରୁ କୃଷକମାନେ ବି ଦିଲ୍ଲୀରେ ଡେରା ପକାଇଛନ୍ତି। ଏହା ଫସଲ ଅମଳ ପାଇଁ ଉତ୍କୃଷ୍ଟ ସମୟ। କିନ୍ତୁ ଚାଷୀମାନେ ଆନ୍ଦୋଳନ କରିବା…

‘ଟାଇମ୍‌’ ପତ୍ରିକାର ‘କିଡ୍‌ ଅଫ୍‌ ଦି ଇୟର୍‌’ ହେଲେ ଭାରତୀୟ-ଆମେରିକୀୟ ଗୀତାଞ୍ଜଳି

ନ୍ୟୁୟର୍କ: ବିଚକ୍ଷଣ କିଶୋରୀ ବୈଜ୍ଞାନିକ ତଥା ଉଦ୍ଭାବକ ଭାରତୀୟ-ଆମେରିକୀୟ ୧୫ ବର୍ଷୀୟ ଗୀତାଞ୍ଜଳି ରାଓଙ୍କୁ ‘ଟାଇମ୍‌’ ପତ୍ରିକା ପ୍ରଥମ କରି ‘କିଡ୍‌ ଅଫ୍‌ ଦି ଇୟର୍‌’ ଭାବେ ନାମିତ କରିଛି। ଦୂଷିତ ପାନୀୟଜଳ ଠାରୁ ଆରମ୍ଭ କରି, ଯନ୍ତ୍ରଣା ଉପସମକାରୀ ଔଷଧାଭ୍ୟାସ ଏବଂ ‘ସାଇବର୍‌…

୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬,୫୯୫ ନୂଆ ସଂକ୍ରମଣ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୬,୫୯୫ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୫.୭୧ ଲକ୍ଷରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୬,୫୯୫…

୨୫୪ଜଣ ଭୋପାଳ ଗ୍ୟାସ୍‌ ପୀଡ଼ିତ କରୋନାରେ ପ୍ରାଣ ହରାଇଛନ୍ତି

ଭୋପାଳ : ଭୋପାଳ ଗ୍ୟାସ୍‌ ଦୁର୍ଘଟଣା ପୀଡ଼ିତ ପ୍ରାୟ ୨୫୪ ଜଣ କରୋନା ମହାମାରୀ‌ରେ ପ୍ରାଣ ହାରିଛନ୍ତି। ଦୁର୍ଘଟଣା ପୀଡ଼ିତଙ୍କ ଅଧିକାର ପାଇଁ ଲଢ଼ୁଥିବା ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଏହି ଦାବି ହୋଇଛି। କିନ୍ତୁ ମଧ୍ୟପ୍ରଦେଶ ସରକାର କହିଛନ୍ତି ଯେ କରୋନା ମହାମାରୀ ଯୋଗୁଁ ୧୦୨ ଜଣ…

ଆଜି ତାମିଲନାଡୁ ଅତିକ୍ରମ କରିବ ଘୂର୍ଣ୍ଣିବାତ୍ୟା ‘ବୁରେଭି’

କୋଚି: ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ବୁରେଭି’ ଗଭୀର ଅବପାତରେ ପରିଣତ ହୋଇଛି ଏବଂ ଆଜି ସକାଳେ ଏହା ତାମିଲନାଡୁ ଉପକୂଳ ଅତିକ୍ରମ କରି ଅପରାହ୍ଣ ସୁଦ୍ଧା କେରଳରେ ପ୍ରବେଶ କରିବ ବୋଲି ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନରୁ ଜଣାପଡ଼ିଛି। ଏଥିଯୋଗୁଁ ଦକ୍ଷିଣ ତାମିଲନାଡୁ ଓ ଦକ୍ଷିଣ କେରଳର…

ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ

ରାଉରକେଲା :ସୁନ୍ଦରଗଡ଼ ଜିଲ୍ଲାର କୋଇଡା ଥାନା ଅନ୍ତର୍ଗତ ପୋଡାଡ଼ିହି ବସ୍ତିରେ ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତ ମହିଳା ହେଲେ ସମ୍ବାରି ନାୟକ।  ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ…

ଫେରିଲା ମହାପ୍ରଭୁଙ୍କ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର-ସୂର୍ଯ୍ୟ

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର-ସୂର୍ଯ୍ୟକୁ ସେବାୟତ ନେଇଯିବା ଘଟଣା ରାଜ୍ୟବ୍ୟାପୀ ଚର୍ଚ୍ଚା ପାଲଟିଥିବା ବେ‌ଳେ ତାହା ଏବେ ଫେରିଆସିଛି। ଗତ ୨୭ ତାରିଖରେ ଶ୍ରୀଜିଉଙ୍କର ନାଗାର୍ଜୁନ ବେଶ ହୋଇଥିବା ବେଳେ ୨୮ ତାରିଖରେ ବେଶରେ ଲାଗିଥିବା…

ରେପୋ ରେଟ୍‌ ୪% ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍‌

ମୁମ୍ବାଇ: କ୍ରମାଗତ ତୃତୀୟ ଥର ଲାଗି ସ୍ଥିତାବସ୍ଥା ବଜାୟ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ରେପୋ ରେଟ୍‌ ୪%ରେ ଅପରିବର୍ତ୍ତିତ ରଖିଥିବା କଥା ଶୁକ୍ରବାର ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ଗଭର୍ଣ୍ଣନର୍‌ ଶକ୍ତିକାନ୍ତ ଦାସ କହିଛନ୍ତି।। ରେପୋ ରେଟ୍‌ ଅପରିବର୍ତ୍ତିତ ରଖିବାକୁ ‘ମନିଟାରି ପଲିସି…