ଗଜପତି ପ୍ରେସ କ୍ଲବ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକ ପତ୍ର ପ୍ରଦାନ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରେ ଆଜି ଗଜପତି ପ୍ରେସ କ୍ଲବ ତରଫରୁ ଗଜପତି ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ସୂଚନା ଥାଉକି ଗତ ମଙ୍ଗଳବାର ୨୦ ତାରିଖ ଦିନ!-->…