ହାତ ଟେକିଦେଲେ ସରକାର: କହିଲେ-ସ୍କୁଲ ଫି’ ଉପରେ ଆମର କୌଣସି କର୍ତ୍ତୃତ୍ୱ ନାହିଁ
କଟକ : ଘରୋଇ ସ୍କୁଲ୍ ଫି’ ଛାଡ଼ ଆବେଦନ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର। ସ୍କୁଲ ଫି’ ଉପରେ କୌଣସି କର୍ତ୍ତୃତ୍ୱ ନଥିବା ସତ୍ୟପାଠରେ ଦର୍ଶାଇଛନ୍ତି ରାଜ୍ୟ ସରକାର। ଘରୋଇ ସ୍କୁଲ ଫି’ ନିୟନ୍ତ୍ରଣ ପାଇଁ ଆମର ପଲିସି ନାହିଁ କହିଲେ ସରକାର। ପଞ୍ଜାବ ଓ ହରିୟାଣା!-->…