ରାଜ୍ୟରେ ହ୍ରାସ ପାଉଛି କରୋନା ଜନିତ ମୃତ୍ୟୁ, ଆଜି ୫ ମୃତ
ବହୁ ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଆଜି ଚିକିତ୍ସାଧୀନ ଅବସ୍ଥାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୪୪କୁ ବୃଦ୍ଧି ପାଇଛି। ଅନ୍ୟ ରୋଗ ଯୋଗୁଁ ୫୩ ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟ!-->…