ରାଜ୍ୟରେ ୫୧୮ ଆକ୍ରାନ୍ତ : ୪ମୃତ
ଭୁବନେଶ୍ୱର: ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ଘଂଟା ମଧ୍ୟରେ ନୂତନ ୫୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୭ ଜର ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି ।!-->…