କୋଭିଡ ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦୀ, ଡିସେମ୍ବର ୪ରେ ବସିବ ସର୍ବଦଳୀୟ ବୈଠକ
ନୂଆଦିଲ୍ଲୀ : ଦେଶର କରୋନା ସ୍ଥିତି ସମ୍ପର୍କରେ ଆଲୋଚନା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଆସନ୍ତା ୪ ତାରିଖରେ ଗୃହର ସବୁ ଦଳର ପ୍ରତିନିଧିଙ୍କ ସହ ମୋଦି ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଶୁକ୍ରବାର ଦିନ ଏକ ସର୍ବଦଳୀୟ ବୈଠକ କରି!-->…