ନୋଏଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୪ ମୃତ , ଜଣେ ଆହତ
ନୋଏଡା : ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ୟମୁନା ଏକ୍ସପ୍ରେସ ୱେରେ ବିଟା -୨ ଅଞ୍ଚଳରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାସ୍ତାରେ ଯାଉଥିବା ଏକ ବସ କୁ ପଛପଟୁ ଏକ କାର ଧକ୍କା ଦେଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ଜଣେ ଗଭୀର ଆହତ!-->…