ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି
ଭୁବନେଶ୍ବର : ଆଭ୍ୟନ୍ତରୀଣ ଓଡ଼ିଶା ସହିତ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସମସ୍ତ ଜିଲାଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ରାଜ୍ୟରେ ସର୍ବନିମ୍ନ ତାପମାତ୍ର ସ୍ବାଭାବିକଠାରୁ ହ୍ରାସ ପାଇବା ଯୋଗୁଁ ଶୀତ ପ୍ରକୋପ!-->…