କରୋନା ନେଲା ୧୭ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୭୦୪
ଆଜି ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୭୦୪ରେ ପହଂଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୪, ଭୁବନେଶ୍ୱରରୁ ୩, ଅନୁଗୁଳରୁ ୨ ଏବଂ ଢେଙ୍କାନାଳ, କଳାହାଣ୍ଡି ଓ ମୟୁରଭଞ୍ଜରୁ!-->…