ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୯୪
ରାଜ୍ୟରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଆଜି ୫୯୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୩୪୩ ଓ ସ୍ଥାନୀୟ ଅଂଚଳରୁ ୨୫୧ ଜଣ ଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ କରିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୭!-->…