ସ୍ଥଳଭାଗ ଛୁଇଁଲା ଘୁର୍ଣ୍ଣିବାତ୍ୟା ‘ନିଭାର’

ଚେନ୍ନଇ : ଘୁର୍ଣ୍ଣିବାତ୍ୟା ‘ନିଭାର’କୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ‘ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମ’ ପର୍ଯ୍ୟାୟଭୁକ୍ତ କରାଯିବା ପରେ ଏଥିପାଇଁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବୁଧବାର ବିଳମ୍ବିତ ରାତିରେ ତାମିଲନାଡୁ ଓ ପୁଡୁଚେରୀ ଉପକୂଳରେ ସ୍ଥଳଭାଗ ଛୁଇଁଛି

ଆଜି ଭାରତ ବନ୍ଦ ; ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ

ଭୁବନେଶ୍ୱର : ଆଜି ସକାଳ ୬ଟାରୁ ଆସନ୍ତା କାଲି ସକାଳ ୬ ଯାଏଁ ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ରର ଶ୍ରମ ଆଇନ ଏବଂ କୃଷି ଆଇନ ପ୍ରତ୍ୟାହାର ଦାବିରେ ବନ୍ଦ ଡ଼ାକରା ଦିଆଯାଇଛି। ବନ୍ଦ ପ୍ରଭାବ ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳୁ ପିକଟେିଂ, ରାସ୍ତାରୋକ ଏହାସହ ଭୁବନେଶ୍ୱରର

ଆଜି ଭାରତ ବନ୍ଦ

ଭୁବନେଶ୍ୱର : କେନ୍ଦ୍ରର ମୋଦୀ ସରକାରଙ୍କ ସମୟରେ ଦେଶର ଆର୍ଥିକ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହେଲାଣି ବୋଲି ବିଭିନ୍ନ ସଂଗଠନ ଅଭିଯୋଗ କରିଛନ୍ତି। ନିଯୁକ୍ତି ଗ୍ୟାରେଣ୍ଟି ଦେବା, ଶ୍ରମିକ ବିରୋଧୀ ୪ଟି ଶ୍ରମ କୋଡ଼ ଓ ଚାଷୀ ବିରୋଧୀ ୩ଟି କୃଷି ଆଇନ ବାତିଲ ଦାବିରେ ବିଭିନ୍ନ ଶ୍ରମିକ ସଂଗଠନ

ସରିଲା କାଳିଆର ଶେଷକୃତ୍ୟ

କନ୍ଧମାଳ : ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ମଧ୍ୟରୁ ଗତକାଲି ମୃତ୍ୟୁ ବରଣ କରିଥିବା କାଳିଆର ଶେଷକୃତ୍ୟ ସରିଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ମିଲୁପଡାରେ ପରିବାର ବର୍ଗଙ୍କ ସମେତ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିଡିଓଙ୍କ ଉପସ୍ଥିତିରେ ତାର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଜଗା-କାଳିଆର

ସେସୁର ୯ ବର୍ଷ ହେଲା ନିଯୁକ୍ତି ନାହିଁ

ଭୁବନେଶ୍ୱର: ଟାଟା ପାୱାର ହାତକୁ ଯିବା ପୂର୍ବରୁ ସେସୁରେ ଦୀର୍ଘ ୯ ବର୍ଷ ଧରି କୌଣସି ପ୍ରତ୍ୟକ୍ଷ ନିଯୁକ୍ତି ଦିଅ।ଯାଇନାହିଁ । ରକ୍ଷଣାବେକ୍ଷଣଠାରୁ ଅ।ରମ୍ଭ କରି ବିଲ୍ ଅ।ଦାୟ କାର୍ଯ୍ୟ ପାଇଁ ବିଭିନ୍ନ ସଂସ୍ଥାକୁ ନିୟୋଜିତ କରାଯାଇଥିଲା । ରାଜ୍ୟ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

ସଂଶୋଧନ କାର୍ଯ୍ୟକ୍ରମ ନଭେମ୍ୱର ୧୬ରୁ ଡିସେମ୍ୱର ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ

କଟକ: ଏକ ନିର୍ଭୁଲ ଓ ସଠିକ ପଂଟୋ ଭୋଟର ତାଲିକା ପ୍ରସ୍ତୁତ କରିବା ଭାରତର ନିର୍ବାଚନ ଆୟୋଗଙ୍କ ଲକ୍ଷ୍ୟ । ଏଥିପାଇଁ ସମସ୍ତେ ସହଯୋଗ କରିବାକୁ ଅତିରିକ୍ତ ଜ଼ିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଳା ନିର୍ବାଚନ ଅଧିକାରୀ ମିହିର ପ୍ରସାଦ ମହାନ୍ତି ଅନୁରୋଧ କରିଚ୍ଥନ୍ତି । କଟକ ଭୋଟର ତାଲିକା

ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳନ

ଯାଜପୁର : ଓଡିଶାକୁ ସମ୍ପୂର୍ଣ୍ଣ ନିଶାନିବାରର ଆଇନ ଆଣିଥିବା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ୧୧୯ତମ ଜୟନ୍ତୀ ସୋମବାର ଦିନ ବରୀ ଗୋପବନ୍ଧୁ ଚୌଧୁରୀ ରମାଦେବୀ ଆଶ୍ରମରେ ମିଳିତ ଓଡ଼ିଶା ନିିଶା ନିବାରଣ ଅଭିଯାନର ଯାଜପୁର ଜିଲ୍ଲା ସମ୍ପାଦକ ସମାଜସେବୀ ସତ୍ୟରଂଜନ

ନାଗାର୍ଜୁନ ବେଶ ଲାଗି ଜିଲ୍ଲା ବାହାର ଲୋକଙ୍କୁ ପୁରୀ ମନା

ପୁରୀ: ଦିନକ ପରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ତେବେ କରୋନା ମହାମାରୀ ଯୋଗୁଁ ଜିଲ୍ଲା ବାହାର ଲୋକଙ୍କୁ ପୁରୀ ନ ଆସିବା ଲାଗି ଅନୁରୋଧ କରିଚି ଜିଲ୍ଲା ପ୍ରଶାସନ । ଏଥି ନିମନ୍ତେ ପୁରୀର ସମସ୍ତ ପ୍ରବେଶ ପଥକୁ ବନ୍ଦ କରି ଦିଆଯିବ । ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା

ଆପୋଷ ବୁଝାମଣାରେ ହେବ ସୀମା ଚିହ୍ନଟ

ଭୁବନେଶ୍ୱର: ବିଧାନସଭାରେ ଉଠିଲା ଆନ୍ଧ୍ର-ଓଡିଶା ସୀମା ବିବାଦ ପ୍ରସଙ୍ଗ । ଏହି ପ୍ରସଙ୍ଗରେ ଆଜି ଗୃହରେ ପ୍ରାରମ୍ବିକ ବିବୃତି ରଖି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି ଯେ, ଆପୋଷ ବୁଝାମଣା ମଧ୍ୟରେ ସୀମା ଚିହ୍ନଟ କରାଯିବ । କୋରାପୁଟ ଜିଲ୍ଲା ଓ

କେନ୍ଦ୍ର ସରକାର ଦଶମ ଓ ଦ୍ୱାଦଶ ପରୀକ୍ଷା ସମୟ ସୀମା ସ୍ପଷ୍ଟ କରନ୍ତୁ : ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି ଭୁବନେଶ୍ୱର: ବର୍ତମାନ କରୋନା ମହାମାରୀ ସମୟରେ ଦଶମ ଓ ଯୁକ୍ତ ୨ ପରୀକ୍ଷା ବାବଦରେ ସ୍ପଷ୍ଟିକରଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅବଗତ କରାଇଛନ୍ତି । ଏହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀକୁ