ବଲାଙ୍ଗିରରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥର ଶୁଭାରମ୍ଭ
ବଲାଙ୍ଗିର : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କିତ ଏକ ମାସ ବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହା ଜୁନ ମାସ ୧ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ଆଜି ବଲାଙ୍ଗିର ଜିଲ୍ଲା!-->…