ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ବଲାଙ୍ଗିର : ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ଗିରିଷ କୁମାର ପାତ୍ରଙ୍କ ଆଦର୍ଶପଡାସ୍ଥିତ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଏହା ସହିତ ଦେଓଗାଁ ବ୍ଲକ ଅଫିସରେ ମଧ୍ୟ ଖୋଲତାଡ କରୁଛନ୍ତି ଭିଜିଲାନ୍ସ ଟିମ୍ । ସମ୍ୱଲପୁର,!-->…