ଧଉଳି ବିକାଶ ଯୋଜନା ପ୍ରସ୍ତୁତ କରିବାକୁ ମୁଖମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି
ଭୁବନେଶ୍ୱର: ଭୁବନେଶ୍ୱରର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ ଶାନ୍ତିସ୍ତୁପ ଧଉଳି ଏବଂ ଏହାର ଆଖପାଖ ଅଂଚଳ ବ୍ୟାପକ ବିକାଶ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ଏହାର ବିକାଶ ଲାଗି କେନ୍ଦ୍ର ସରକାର ଯେଉଁ ୫ କୋଟି ଟଙ୍କାର ଅନୁଦାନ ଦେଇଥିଲେ,!-->…