ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ, ଗୃହ ୩ଟା ଯାଏ ମୁଲତବୀ
ଭୁବନେଶ୍ବର : ରାଜ୍ୟ ବିଧାନସଭାରେ ସୋମବାର ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ପରେ ଗୃହକୁ ୩ଟା ଯାଏ ମୁଲତବୀ ରଖାଯାଇଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ପ୍ରସ୍ତାବକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ!-->…