ହ୍ରାସ ପାଉଛି ସଂକ୍ରମଣ : ନୂଆ ୭୭୮ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। କିଛି ଦିନ ହେବ ହଜାରେ ତଳେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟାରେ ୭୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୪୬ ଓ!-->…