ପୁଅ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି କଲେ ମା’

ସମ୍ବଲପୁର : ସମ୍ବଲପୁର ସହରର ଉପକଣ୍ଠସ୍ଥ ସଦର ଥାନା ଅର୍ନ୍ତଗତ ଦଣ୍ଡେଇପାଲି ଠାରେ ବେଆଇନ ଭାବରେ ତାଙ୍କର ପୁତ୍ର ଧର୍ମାନ୍ତରୀକରଣ, ସମ୍ପତ୍ତି ଜବରଦଖଲ କରି ସେମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଉଥିବା ଏସପିଙ୍କ ନିକଟରେ ଅଭିଯୋଗ କରିଛନ୍ତି ବରିଷ୍ଠ ମହିଳା ପ୍ରେମ ମଞ୍ଜରୀ

ଘର ଓଡ଼ିଶାରେ; ଆନ୍ଧ୍ରରେ ଡ଼ାକଘର

ପାତ୍ରପୁର : ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ  ଦୀର୍ଘବର୍ଷ ବିତି ଯାଇଛି। ଏବେ ବି ଓଡ଼ିଶାର କିଛି ଗ୍ରାମ ଆନ୍ଧ୍ର ପରିଚୟରେ ରହିଛି। ଓଡ଼ିଶା ପରିଚୟରେ ଥିବା ଆନ୍ଧ୍ର ଗ୍ରାମକୁ ନିଜ ପରିସରଭୁକ୍ତ କରିବାରେ ଆନ୍ଧ୍ର ସଫଳ ହେବା ସହ  ଅନ୍ୟ କେତକ ଓଡ଼ିଶା ଗ୍ରାମରେ ନିଜର ଉପସ୍ଥିତି ଜାହିର

ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ସହ କେକ୍ କାଟିଲା ପୁଲିସ୍

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ଜିଲ୍ଲା ପୁଲିସ ନିକଟରେ ଆତ୍ମସମର୍ପଣ ନୀତି ଅନୁସାରେ ଆଜି ପର୍ଯ୍ୟନ୍ତ ୨୦୦ ନକ୍ସଲ ଆତ୍ମସମର୍ପଣ କରିସାରିଛନ୍ତି। ଏହି ଖୁସିରେ ପୁଲିସ୍ ନକ୍ସଲଙ୍କ ସହ କେକ୍ କାଟିଛନ୍ତି। ବୁଧବାର ୩ ହାର୍ଡକୋର ନକ୍ସଲ ପୁଲିସ ଆଗରେ

ଜେଏନୟୁ ହିଂସା: ନିଜକୁ ନିଜେ କ୍ଲିନ୍ ଚିଟ୍ ଦେଲା ଦିଲ୍ଲୀ ପୁଲିସ

ନୂଆଦିଲ୍ଲୀ: ଚଳିତ ବର୍ଷ ଆରମ୍ଭରେ ଦିଲ୍ଲୀ ଜବାହର ଲାଲ ବିଶ୍ୱବିଦ୍ୟାଳୟରେ ହିଂସା ହୋଇଥିଲା। ଏହି ମାମଲାରେ ସ୍ଥାନୀୟ ପୁଲିସର ଭୂମିକା ମଧ୍ୟ ସନ୍ଦେହ ଘେରରେ ଥିଲା। ଏବେ ଦିଲ୍ଲୀ ପୁଲିସ ମାମଲାର ତଦନ୍ତ କରି ସ୍ଥାନୀୟ ପୁଲିସକୁ କ୍ଲିନଚିଟ୍ ଦେଇଛି। ସ୍ଥାନୀୟ ପୁଲିସର ଅବହେଳା ପାଇଁ ହିଂସା

ଘର ତାଲା ଭାଙ୍ଗି ଟଙ୍କା, ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

ପାଟଣା : କେନ୍ଦୁଝର ଜିଲା ପାଟଣା ଥାନା କେନ୍ଦୁଯୋଡା ଗ୍ରାମରେ ବୁଧବାର ଦିନ ଦ୍ବିପ୍ରହରରେ ଘରର ତାଲା ଭାଙ୍ଗି ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ନେଇ ପାଟଣା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ, ବୁଧବାର ମଧ୍ୟାହ୍ନରେ ଗ୍ରାମର ଜଗବନ୍ଧୁ ମହନ୍ତଙ୍କ

ସନ୍ଦେହଜନକ ଅବସ୍ଥାରେ ଥାନାରେ ବ୍ୟକ୍ତିଙ୍କ ମୃତ୍ୟୁ

ପୁରୀ : ପୁରୀ ଜିଲା ଅନ୍ତର୍ଗତ ବାସେଳି ଥାନାରେ ଗତକାଲି ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ତାଙ୍କ ଶରୀରରେ କେତକ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ବ୍ୟକ୍ତିଙ୍କ ମୃତ୍ୟୁ କେଉଁ କାରଣରୁ ହୋଇଛି ସେନେଇ ତଦନ୍ତ

ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ : ଗତ ୨୪ ଘଂଟାରେ ସର୍ବାଧିକ ୧୩୧ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ଭୟଙ୍କର ରୂପ ଧାରଣ କରିଛି। ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ମୃତ୍ୟୁର ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪୮୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହା ହେଉଛି ଦିଲ୍ଲୀରେ

୭ଟି ଜିଲ୍ଲାରୁ ୪ଲକ୍ଷ ୧୨ହଜାର ୨୯୬ଜଣ ଚାଷୀଙ୍କୁ ମିଳିଛି ଟୋକନ – ଖାଉଟି କଲ୍ୟାଣ ମନ୍ତ୍ରୀ

ରାଜ୍ୟରେ ଧାନ ବିକ୍ରି ପାଇଁ ମଣ୍ଡି ଖୋଲିବା ଓ ଚାଷୀମାନେ ଟୋକନ ପାଇବା ସମସ୍ୟା ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ସେ କ୍ଷେତ୍ରରେ ତତ୍ପରତା ଦେଖାଇଛନ୍ତି। ଆଜି ଖାଉଟି କଲ୍ୟାଣ ତଥା ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଟ୍ୱିଟ କରିଛନ୍ତି। ରାଜ୍ୟର ୭ଟି

ଆଜିଠାରୁ ବେଙ୍ଗାଲୁରୁ ଟେକ ସମିଟ ୨୦୨୦, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନରେ ବେଙ୍ଗାଲୁରୁ ବୈଷୟିକ ଶିଖର ବୈଠକକୁ ଭିଡିଓ କନଫରେନସିଂ ଜରିଆରେ ଉଦଘାଟନ କରିବେ। କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଡକ୍ଟର ସି.ଏନ୍‍. ଆଶ୍ୱଥ୍‍ ନାରାୟଣା କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୨୨ ବର୍ଷ ତଳେ ଏହି

ଘାଟି ତଳକୁ ଖସିଲା ଗାଡ଼ି; ଜଣେ ମୃତ, ୬ଗୁରୁତର

ମାଲକାନଗିରି : ମାଲକାନଗିରି ଜିଲ୍ଲା ବଣ୍ଡା ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି । ଆଜି ଏକ କମାଣ୍ଡରରେ ବଣ୍ଡା ଘାଟିରୁ ଖଇରିପୁଟ ଅଭିମୁଖେ କିଛି ଯାତ୍ରୀ ଆସୁଥିବାବେଳେ ଗାଡିର ବ୍ରେକ୍ ଫେଲ ହେଇଯିବାରୁ ଗାଡିଟି ଭାରସାମ୍ୟ