ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ ଯୁବ କଂଗ୍ରେସ ପକ୍ଷରୁ ଶକ୍ତିମନ୍ତ୍ରୀଙ୍କ ବାସଭବନ ଘେରାଉ
ଭୁବନେଶ୍ୱର: ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସଭାପତି ଡ. ସ୍ମୃତିରଂଜନ ଲେଙ୍କାଙ୍କ ନେତୃତ୍ୱରେ ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ ଶକ୍ତିମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ସରକାରୀ ବାସଭବନ ଘେରାଉ ଓ ପ୍ରତିବାଦ କରାଯାଇଥିଲା । ସମସ୍ତ କୋଭିଡ୍ ନିୟମ ପାଳନ ପୂର୍ବକ!-->…