ରାଜଧାନୀରେ ଗୋଡେଇ ଗୋଡେଇ ଯୁବକଙ୍କୁ ପଥର ମାଡ କଲେ ଯୁବତୀ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ରାଜଭବନ ଛକରେ ମଙ୍ଗଳବାର ଜଣେ ଯୁବତୀଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି । ଯୁବତୀ ଜଣକ ଜଣେ ଯୁବକଙ୍କୁ ଗୋଡେଇ ଗୋଡେଇ ପଥର ମାଡ କରିଛନ୍ତି। ଏହି ପଥର ମାଡରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚିଥିଲା। କିନ୍ତୁ!-->…