ରାଜ୍ୟରେ ଚିହ୍ନଟ ଆକ୍ରାନ୍ତ ୧୨୨୦
ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭ ସଂଖ୍ୟାରେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୧ ହଜାର ୨୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୩ ସଙ୍ଗରୋଧ କେନ୍ଦ୍ରରୁ ୫୧୭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା!-->…