ରିପବ୍ଲିକ୍ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ
ନୂଆଦିଲ୍ଲୀ : ରିପବ୍ଲିକ୍ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ ମିଳିଛି। ଅର୍ଣ୍ଣବଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ଅର୍ଣ୍ଣବ ଗୋସ୍ୱାମୀଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ବମ୍ୱେ ହାଇକୋର୍ଟ ନାମଞ୍ଜୁର କରିବା!-->…