ଏମ.ରାମପୁରଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ
ଭବାନୀପାଟଣା : ଏମ ରାମପୁର ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଅଧକ୍ଷତାରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ଵଜିତ ଦାସ , ବ୍ଲକ ଅଧ୍ୟକ୍ଷ!-->…