ଦେଶରେ ନୂଆ ଆକ୍ରାନ୍ତ ୪୬,୨୫୪

ନୂଆଦିଲ୍ଲୀ : ଦେଶରେ ଧିରେ ଧିରେ ହ୍ରାସ ପାଉଛି କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା। ୨୪ ଘଣ୍ଟାରେ ୪୬,୨୫୪ ନୂଆ କରୋନା ପଜିଟିଭ ଚିହ୍ନ ହୋଇଥିବା ବେଳେ ୫୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏବେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧ରେ ପହଞ୍ଚିଛି। ଏହାସହ ମୋଟ…

ରାଜ୍ୟରେ ୧ ହଜାର ୪୭୪ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କିଛି ସପ୍ତାହ ହେବ କରୋନା ଆକ୍ରାଙ୍କ ସଂଖ୍ୟା ୧୫୦୦ ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ ୧ ହଜାର ୪୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୮୫୫ ଓ ୬୧୯ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯ରେ…

ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ଆଲୋଚନା ବିଫଳ

ନୂଆଦିଲ୍ଲୀ: ମହାନଦୀ ଜଳବିବାଦ ମାମଲାରେ ଆଜି ସନ୍ଧ୍ୟାରେ ଓଡ଼ିଶା ଓ ଛତିଶଗଡର ବୈଷୟିକ ଅଧିକାରୀସ୍ତରୀୟ ବୈଠକ ବିଫଳ ହୋଇଛି । ଭିଡିଓ କନ୍ଫରେନ୍ସିଂ ଜରିଆରେ ହୋଇଥିବା ବୈଠକରେ ଓଡ଼ିଶାର ପ୍ରସ୍ତାବଗୁଡ଼ିକୁ ଛତିଶଗଡ଼ ସିଧାସଳଖ ଅଗ୍ରାହ୍ୟ କରିଦେଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି । ବୈଠକରେ…

ଖବରକାଗଜ ହକର୍ ଏବେ ୧୦ କୋଟି ଟଙ୍କାର ମାଲିକ

ଅଷ୍ଟ୍ରେଲିଆ: ୩୧ ବର୍ଷିୟ ଅମିର କୁତବ ଏବେ ଅଷ୍ଟ୍ରେଲିଆର ଏକ ଡିଜିଟାଲ ଫାର୍ମର ମାଲିକ । ଯାହାର ବାର୍ଷିକ ବ୍ୟବସାୟ ୧୦ କୋଟି ଟଙ୍କାରୁ ଅଧିକ । ୪ଟି ଦେଶରେ ରହିଛି ଅମିରଙ୍କ ବ୍ୟବସାୟ । ହେଲେ ଆପଣ ଜାଣିଲେ ଆଶ୍ଚିର୍ଯ୍ୟ ହେବେ ଯେ ଆମେ ଯେଉଁ ଅମିରଙ୍କ କଥା କହୁଛୁ ସେ କିଛିଦିନ ତଳେ ପେଟ…

ବାଲେଶ୍ୱର, ତିର୍ତୋଲରେ ୭୨% ମତଦାନ

ଭୁବନେଶ୍ୱର: କୋଭିଡ୍ କଟକଣା ଓ କର୍ଡା ସୂରକ୍ଷା ବ୍ୟବସ୍ଥା ମଧ୍ୟରେ ବାଲେଶ୍ୱର ଓ ତିର୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ଶାନ୍ତି ପୂ୍ର୍ଣ୍ଣଭାବେ ଭୋଟ୍ ଗ୍ରହଣ ଶେଷ ହୋଇଛି । ଫଳରେ ଉଭୟ ନିର୍ବାଚନ ମଣ୍ଡଳିରେ ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟିଂ ମେସିନରେ ସିଲ୍ ହୋଇଯାଇଛି । ଆଜି…

ରାଜ୍ୟସଭାରେ ବିଜେପିର ସଭ୍ୟ ସଂଖ୍ୟା ୯୨କୁ ବୃଦ୍ଧି

ନୂଆଦିଲ୍ଲୀ: ଉତର ପ୍ରଦେଶ ରାଜ୍ୟସଭା ନିର୍ବାଚନରେ ୧୦ଜଣ ପ୍ରାର୍ଥୀ ନିଦ୍ୱନ୍ଦ୍ୱର୍ରେ ନିର୍ବାଚିତ ହୋଇଛନ୍ତି । ୧୦ ସିଟ୍ ମଧ୍ୟରୁ ବିଜେପି ୮ଟିରେ ବିଜୟୀ ହୋଇଥିବା ବେଳେ ସମାଜବାଦୀ ପାର୍ଟି (ଏସପି) ଓ ବହୁଜନ ସମାଜ ପାର୍ଟି (ବିଏସପି)ରୁ ଜଣେ ଲେଖାଏ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି । ଫଳରେ…

କରୋନା ଲେଉଟିବ?

ମଣିଷ ସମାଜ କାହିଁ କେଉଁ ଅନନ୍ତକାଳରୁ ଚାଲିଆସିଛି । ବଣ, ପର୍ବତ, ପାହାଡ଼ ଓ ଗୁମ୍ଫା ଆଦିର ଜୀବନକୁ ଅତିକ୍ରମ କରି ଏବେ ସେ ହାଇଟେକ୍ ଯୁଗରେ ପଂହଁଚିଛି । ପ୍ରତି ସ୍ତରରେ ମଣିଷର ବିକାଶ ଘଟିଛି । ଏହି ବିକାଶ କହିଲେ, କିଏ କ’ଣ ବୁଝେ, ତାହା ବୁଝିବା ମୁସ୍କିଲ । କିନ୍ତୁ ସାଧାରଣ ଭାବେ…

ମିରାଜ ଯୁଦ୍ଧ ବିମାନର ଭୟଙ୍କର ଏୟାର ଷ୍ଟ୍ରାଇକ, ୫୦ ଆତଙ୍କବାଦୀ ସଫା

ପ୍ୟାରିସ: ଆତଙ୍କବାଦୀଙ୍କ ବିରୋଧରେ ବଡ଼ଧରଣର ଏୟାର ଷ୍ଟ୍ରାଇକ କରିଛି ଫ୍ରାନ୍ସ। ଫ୍ରାନ୍ସର ବାୟୁସେନା ପକ୍ଷରୁ ହୋଇଥିବା ଏୟାର ଷ୍ଟ୍ରାଇକ୍‌ରେ ଅଲକାଏଦାର ୫୦ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏହି ଏୟାର ଷ୍ଟ୍ରାଇକ୍‌ରେ ଫ୍ରାନ୍ସ ବାୟୁସେନା ମିରାଜ ଯୁଦ୍ଧ ବିମାନ ଓ ଡ୍ରୋନର…

ଗୁପ୍ତଧନ ସନ୍ଧାନରେ ତନ୍ତ୍ର ସାଧନା କରୁଥିଲେ

ଧର୍ମଗଡ : ଗୁପ୍ତଧନ ପାଇବା ପାଇଁ ଗାଁ ମୁଣ୍ଡରେ ଚାଲିଥିଲା ତନ୍ତ୍ର ସାଧନା। ଗ୍ରାମବାସୀ ମିଳିତ ଭାବରେ ଚଢଉ କରି ୨ ଜଣଙ୍କୁ କାବୁ କରିଥିବା ବେଳେ  ଘଟଣାସ୍ଥଳରୁ ୭ ଜଣ ଫେରାର ହୋଇଯାଇଛନ୍ତି। ଅଟକ ଦୁଇ ଜଣ ହେଲେ ଯୋଗେଶ୍ୱର ବଚ୍ଛା ଓ ଶରତ ଖରସେଲ। ଆଜି ସକାଳେ ଧର୍ମଗଡ ପୁଲିସ୍‌ ଘଟଣାସ୍ଥଳରେ…

ବାଲେଶ୍ୱରରେ ୫୪.୮୫% ଓ ତିର୍ତ୍ତୋଲରେ ୫୫.୨୩% ମତଦାନ

ଭୁବନେଶ୍ୱର : ବାଲେଶ୍ୱର ସଦର ଓ ତିର୍ତ୍ତୋଲରେ ଭୋଟଗ୍ରହଣ ଜାରି ରହିଛି। ଦିନ ୩ଟା ସୁଦ୍ଧା ହାରାହାରି ୫୫.୦୪% ମତଦାନ ହୋଇଛି। ବାଲେଶ୍ୱରରେ ଦିନ ୩ଟା ସୁଦ୍ଧା ୫୪.୮୫% ଓ ତିର୍ତ୍ତୋଲରେ ଦିନ ୩ଟା ସୁଦ୍ଧା ୫୫.୨୩% ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀ…