ସେଲଫ୍ କ୍ବାରେଣ୍ଟାଇନରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ
ଜେନେଭା : ଜଣେ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବା କାରଣରୁ ନିଜକୁ ସେଲଫ୍ କ୍ବାରେଣ୍ଟାଇନ କରିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ ଘେବ୍ରିୟସ । ବିଶ୍ଵ ସ୍ବାସ୍ଥ୍ୟ ସଙ୍ଗଠନ ମହାନିର୍ଦେଶ ଡ଼. ଟେଡ଼୍ରୋସ ଘେବ୍ରିୟସ କରୋନାଭାଇରସ୍!-->…