ରାଜ୍ୟରେ ୧୭୦୯ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ୭୦୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୮୫ ଓ ସ୍ଥାନୀୟ ଅଞ୍ଚଳରୁ ୭୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା ମୋଟ ଆକ୍ରାନ୍ତ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଛି। ୨,୭୫,୭୪୯ ସୁସ୍ଥ ହୋଇ ଘରକୁ!-->…