ଭାରତରେ ପବ୍‌ଜି ବନ୍ଦ

ନୂଆଦିଲ୍ଲୀ: ଅକ୍ଟୋବର ୩୦ (ଶୁକ୍ରବାର) ଠାରୁ ଭାରତରେ ପବଜି ମୋବାଇଲ୍ ଏବଂ ପବଜି ମୋବାଇଲ୍ ଲାଇଟ୍ ଆପ୍ ଅଚଳ ହୋଇପଡିଛି। ଏହି ଆପ୍ ଡାଉନଲୋଡ ସତ୍ତ୍ବେ ଆଉ କେହି ଏହି ପବ୍‌ଜି ଖେଳ ଖେଳିପାରିବେ ନାହିଁ। ଗୁରୁବାର ଟେନସେଣ୍ଟ କମ୍ପାନି ଭାରତରେ ଏହାର ଆପ୍‌ର କାର୍ଯ୍ୟକାରିତାକୁ ବନ୍ଦ କରିଦେଇଛି।

ପ୍ରଥମ ଦିନିକିଆ : ଜିମ୍ବାୱେକୁ ୨୬ରନରେ ହରାଇଲା ପାକିସ୍ତାନ

ରାୱଲପିଣ୍ଡି:ପାକିସ୍ତାନ ଗସ୍ତରେ ଆସିଥିବା ଜିମ୍ବାୱେ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ୩ ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ୍‌ର ଶୁକ୍ରବାର ରାୱଲପିଣ୍ଡିରେ ଖେଳାଯାଇଥିବା ପ୍ରଥମ ଏକଦିବସୀୟ ମ୍ୟାଚରେ ପାକିସ୍ତାନ ୨୬ରନରେ ଜିମ୍ବାୱେକୁ ପରାସ୍ତ କରିଛି।ଘରୋଇ ପାକିସ୍ତାନ ଟସ୍‌ ଜିତି ପ୍ରଥମେ

କୁମାର ପୂର୍ଣ୍ଣିମା ସହ ଆରମ୍ଭ ଗଜଲକ୍ଷ୍ମୀ ପୂଜା; କୋଭିଡ କଟକଣା ମଧ୍ୟରେ ହେଉଛି ପୂଜା

ଭୁବନେଶ୍ୱର / ଢେଙ୍କାନାଳ : ଶନିବାର ଅର୍ଥାତ ଆଜି ହେଉଛି ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଆରମ୍ଭ। ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ କୁମାର ପୂର୍ଣ୍ଣିମା ପାଳିତ ହୁଏ। ଆଜିର ଦିନରେ ଓଡ଼ିଶାର ଘରେ ଘରେ ଝିଅମାନେ ବେଶ ଆନନ୍ଦର ସହ ଏହାକୁ ପାଳନ କରିଥାଆନ୍ତି। କୁମାରୀ ଝିଅ

ତୁର୍କୀ ଓ ଗ୍ରୀସରେ ଭୂ-କମ୍ପ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି

ଇଷ୍ଟାବୁଲ୍‍ : ତୁର୍କୀ ଓ ଗ୍ରୀସରେ ହୋଇଥିବା ବଡ ଧରଣର ଭୂମିକମ୍ପ ଓ ସୁନାମିରେ ବହୁ ଧନଜୀବନ ନଷ୍ଟ ହୋଇଛି। ଭୂମିକମ୍ପରେ ଗ୍ରୀସରେ ସୁନାମି ଆସିଥିବା ହେତୁ ତୁର୍କୀରେ ଅନେକ ଅଟ୍ଟାଳିକା ଧ୍ୱଂସ ହୋଇଯାଇଛି। ଏବେ ସୁଦ୍ଧା ଏଥିରେ ପ୍ରାୟ ମୃତ୍ୟୁ ସଂଖ୍ୟା୧୭କୁ ବୃଦ୍ଧି ପାଇଥିବା ବେଳେ ୭୦୯ ଆହତ

ଅନ୍‌ଲକ୍-୬.୦ ପାଇଁ ରାଜ୍ୟ ସରକାରଙ୍କ ଗାଇଡ୍‌ ଲାଇନ୍ ଜାରି

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ପକ୍ଷରୁ ଅନଲକ୍-୬.୦ ବା ନଭେମ୍ବର ମାସ ପାଇଁ ଗାଇଡ୍ ଲାଇନ୍ ଜାରି କରାଯାଇଛି। ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍‌। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ନଭେମ୍ବର ୩୦ ଯାଏ

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦କୁ ବୃଦ୍ଧି ପାଇଛି। ଆଜି ୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ,

ରାଜ୍ୟରୁ ଆଉ ୧୪୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶନିବାର ଆଉ ୧୪୭୦  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୯୦ହଜାର ୧୧୬ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୬୧୭ ଜଣ ସ୍ଥାନୀୟ

ଆଜି କୁଆଁର ପୂନେଇଁ ଚାନ୍ଦବନ୍ଦାଣକୁ ଆଞ୍ଜୁଳିଟେକା

ଭୁବନେଶ୍ବର/ଉତ୍ତରଭୁବନେଶ୍ବର: ଶନିବାର କୁଆଁର ପୂନେଇଁ । ସବୁ ପୂର୍ଣ୍ଣମୀଠାରୁ ଏହା ନିଆରା ଏଇଠି ସରିବ କୁମାରୀ କନ୍ୟାଙ୍କ ପର୍ବ । ପୂର୍ବରୁ ଭାଦ୍ରବରେ ଭାଲୁକୁଣୀ ପୂଜା ଯାଇଛି । ଶରତ ପୂର୍ଣ୍ଣମୀରେ ଚାନ୍ଦ ବନ୍ଦାଣ ଓ ଚଉରାମୂଳେ ଆଞ୍ଜୁଳି ଟେକି ଆଶ୍ବିନ ପର୍ବକୁ ଉଦ୍‌ଯାପନ କରିବେ କୁଆଁରୀ

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସର୍ଦ୍ଦାର ପଟେଲଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ଗୁଜରାଟ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟ ଗସ୍ତରେ ଯିବା ସହ ଆଜି ରାଷ୍ଟ୍ରୀୟ ଏକତା ଦିବସ ଓ ସର୍ଦ୍ଦାର ପଟେଲଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାସହ ରାଷ୍ଟ୍ରୀୟ ଦିବସ ଅବସରରେ ପରେଡରେ ଅଂଶ ଗ୍ରହଣ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ

ନୂଆଦିଲ୍ଳୀ : ଆଜି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ।  ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୩୧ ଅକ୍ଟୋବର ୧୮୭୫ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ଆଜିର ଦିନକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ। ସର୍ଦ୍ଦାର ପଟେଲ ନିଜ ଜୀବନକୁ ଦେଶର ସ୍ୱାଧୀନତା ପାଇଁ ଉତ୍ସର୍ଗ କରିଥିଲେ ।