ରୋଗ ପ୍ରତିରୋଧକ ଶକ୍ତି ବଢାଉଛି ବିସିଜି ଟିକା
ନୂଆଦିଲ୍ଲୀ: କରୋନା ମହାମାରୀ ମୁକାବିଲାରେ ବୟସ୍କ ଲୋକଙ୍କ ପାଇଁ ସହାୟକ ହୋଇପାରେ ବିସିଜି ଟିକା । ଆଇସିଏମଆର ପକ୍ଷରୁ କରାଯାଇଥିବା ସର୍ଭେରୁ ଏହି ତଥ୍ୟ ଜଣାପଡିଛି । ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଏହି ଟିକା ବୟସ୍କଙ୍କ ଦେହରେ ଟି ସେଲ୍ ବୃଦ୍ଧି କରିବା ସହ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି!-->…