ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୯,୮୮୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ୫୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତକଙ୍କ ସଂଖ୍ୟା ୧ଲକ୍ଷ ୨୦ ହଜାର ୫୨୭ରେ ପହଞ୍ଚିଛି। ମୋଟ!-->…