ୟୁପିଏସସି ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ
ଟପ୍ପର ୧୦ଜଣଙ୍କ ମଧ୍ୟରୁ ୬ ଝିଅ : ଈଶିତା କିଶୋର ଆଗରେ
ନୂଆଦିଲ୍ଲୀ : କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସସି) ପକ୍ଷରୁ ମଙ୍ଗଳବାର ସିଭିଲ ସର୍ଭିସ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି । ୟୁପିଏସସିର ଅଫିସିଆଲ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ଏହି ପରୀକ୍ଷାରେ ଝିଅଙ୍କ କମାଲ୍!-->!-->!-->…