ପୁଣି ୧୫୪୦ ଆକ୍ରାନ୍ତ: ୧୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଥିବା ବେଳେ ଆଜି ଦିନକରେ ପୁଣି । ନୂଆ ୧୫୪୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୮୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି…

ବିଦାୟ ନେଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଆଜି ବିଦାୟ ନେଇଛି । କେବଳ ଓଡ଼ିଶା ନୁହେଁ ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ବୁଧବାର ସମ୍ପୂର୍ଣ୍ଣ ବିଦାୟ ନେଇଛି । ଭୁବନେଶ୍ୱର ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମି…

ଡିସେମ୍ବରରେ ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ଡିମେମ୍ବର ମାସରେ ତଥା ଚଳିତ ବର୍ଷ ଶେଷ ପୂର୍ବରୁ ବିଧାନସଭା ଶୀତକାଳୀନ ଅଧିବେଶନ ଅନୁଷ୍ଠିତ ହେବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବା କଥା । କିନ୍ତୁ ପ୍ରଥମ ଓ…

ଦେଓଗାଁ ନିର୍ବାଚନ ମାମଲା; ନିରକ୍ଷରତା ପାଇଁ ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷଣା କଲେ କୋର୍ଟ

କେଶଦୁରାପାଳ : ଘସିପୁରା ବ୍ଲକ ଦେଓଗାଁ ପଂଚାୟତ ସରପଂଚଙ୍କ ବିରୋଧରେ ଦାୟର ଏକ ମାମଲାର ଶୁଣାଣି କରି ଆନନ୍ଦପୁର ସିଭିଲ କୋର୍ଟ ଜୁନିଅର ଡିଭିଜନ ଏକ ଗୁରୁତ୍ୱପୁର୍ଣ୍ଣ ରାୟ ଦେଇଛନ୍ତି। ଉକ୍ତ ପଂଚାୟତର ନିର୍ବାଚିତ ସରପଂଚ ଅଶାନ୍ତି ବଳଙ୍କ ନିରକ୍ଷରତାକୁ ନେଇ ପରାଜିତ ପ୍ରାର୍ଥୀ ଅର୍ଚ୍ଚନା ରାଉତ…

ପୋଷା କୁକୁର ବାୟୁ ସେନା ମୁଖ୍ୟ

ରାଜା ମହାରାଜାମାନଙ୍କ ସଉକ କାହିଁରେ କ’ଣ । ଏବର ଯୁଗରେ ଥାଇଲାଣ୍ଡର ରାଜା ଏହାର ଜୀବନ୍ତ ଉଦାହରଣ । ରାଜାଙ୍କର ୩ ପତ୍ନୀ ଅଛନ୍ତି, ଏହା ସତ୍ବେ ତାଙ୍କ ନିକଟରେ ରହିଛନ୍ତି ୨୦ ଜଣ ସେକ୍ସ ସୋଲଜର (ଯେଉଁମାନଙ୍କୁ ବ୍ୟକ୍ତିଗତ ଅଙ୍ଗରକ୍ଷୀ ମାନ୍ୟତା ଦିଆଯାଇଛି) । ଏବେ ନିକଟରେ ଥାଇ ରାଜା ତାଙ୍କର…

ଗଭୀର ଅବପାତ ରୂପ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ଆଜି ଗଭୀର ଅବପାତର ରୂପ ନେବ। ଅପରାହ୍ନ ସମୟରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପାଡ଼ା ମଝିରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ…

ନୟାପଲ୍ଲୀରୁ ଭୁବନେଶ୍ୱର ବିମାନ ବନ୍ଦର ଗ୍ରୀନ କରିଡ଼ର

ଭୁବନେଶ୍ୱର : ନୟାପଲ୍ଲୀରୁ ଭୁବନେଶ୍ୱର ବିମାନ ବନ୍ଦର ଯାଏଁ ଶୁକ୍ରବାର ଗ୍ରୀନ କରିଡ଼ର ବ୍ୟବସ୍ଥା କରାଯାଇଛି। ଜଣେ ଅସୁସ୍ଥ ରୋଗୀଙ୍କୁ ଏୟାର ଆମ୍ବୁଲାନ୍ସରେ ନେବାକୁ ଗ୍ରୀନ କରିଡ଼ର ହୋଇଛି। ପୁରୀର ସମ୍ପୃକ୍ତ ରୋଗୀ କରୋନାରୁ ସୁସ୍ଥ ହେବା ପରେ ତାଙ୍କ ଫୁସଫୁସରେ ସଂକ୍ରମଣ ହେବାରୁ ଅଧିକ…

ପ୍ରଭାସଙ୍କୁ ଜନ୍ମ ଦିନର ଶୁଭେଚ୍ଛା

ମୁମ୍ବଇ : ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ବାହୁବଳୀ ପ୍ରଭାସ ଶୁକ୍ରବାର ୪୧ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ସୋସିଆଲ ମିଡିଆରେ ସାରା ବିଶ୍ୱରୁ ପ୍ରଶଂସକମାନେ ପ୍ରଭାସଙ୍କୁ ତାଙ୍କ ଜନ୍ମଦିନର ଶୁଭକାମନା ଜଣାଉଛନ୍ତି। ସାଉଥ ସିନେମାରୁ ଡେବ୍ୟୁ କରିଥିବା ପ୍ରଭାସ ବାହୁବଳୀ…

ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଶୁକ୍ରବାର କରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ଭାରତର ବାୟୁ ଅଧିକ ପ୍ରଦୂଷିତ : ଟ୍ରମ୍ପ

ଓ୍ୱାସିଂଟନ : ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନ ପାଖେଇ ଆସୁଛି। ଆମେରିକା ରାଷ୍ଟ୍ରପତି ନିର୍ବାଚନର ଦୁଇ ସପ୍ତାହ ପୂର୍ବରୁ ଶେଷ ହୋଇଛି ପ୍ରେସିଡେନ୍ସିଆଲ୍ ଡିବେଟ୍। ଚଳିତଥର ନିର୍ବାଚନରେ ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍‌ଡ ଟ୍ରମ୍ପ ଓ ଡେମୋକ୍ରାଟିକ୍ ପାର୍ଟିର ଜୋ ବିଡେନ୍‌ଙ୍କ ମଧ୍ୟରେ…