ଭାରତୀୟ ନୌସେନାରେ ସାମିଲ ହେଲା ବୁଡ଼ାଜାହାଜ ବିଧ୍ୱଂସି ଯୁଦ୍ଧପୋତ ଆଇଏନଏସ କବରତ୍ତି
ସ୍ବଦେଶୀ ନିର୍ମିତ ବୁଡ଼ାଜାହାଜ ବିଧ୍ୱଂସି ଯୁଦ୍ଧପୋତ ଆଇଏନଏସ କବରତ୍ତି ନୌସେନାରେ ସାମିଲ ହୋଇଛି। ସେନା ମୁଖ୍ୟ ଜେନେରାଲ ଏମ. ନରୱଣେ ବିଶାଖାପଟ୍ଟନମ ନୌସେନା ଡ଼କୟାର୍ଡ଼ରେ ଏହି ଯୁଦ୍ଧପୋତକୁ କମିଶନ କରିଛନ୍ତି। ପ୍ରୋଜେକ୍ଟ ୨୮ ଅନ୍ତର୍ଗତ କାମୋର୍ଟ ଶ୍ରେଣୀର ଏହି ଯୁଦ୍ଧପୋତକୁ ସମ୍ପୂର୍ଣ୍ଣ!-->…