ରାଜ୍ୟରୁ ଆଉ ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରୁ ଶୁକ୍ରବାର ଆଉ ୧୭୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୭୮୮୭ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩୧ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୭୬୨ ଜଣ ସ୍ଥାନୀୟ ବାସିନ୍ଦା!-->…