କେନ୍ଦ୍ର କର୍ମଚାରୀଙ୍କୁ ମିଳିବ ବୋନସ୍
ନୂଆଦିଲ୍ଲୀ, ୨୧.୧୦ (ଏଜେନ୍ସି): କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିବ ବୋନସ୍ । ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବୋନସ୍ ଦେବାପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୋନସ୍ ପ୍ରଦାନ ପ୍ରସ୍ତାବକୁ!-->…