ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୬ ଜଣଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ,!-->…