କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀଙ୍କ ପ୍ରଥମ ଓଡ଼ିଶା ଗସ୍ତରେ ଖଣି ଏବଂ କୋଇଲା ଶିଳ୍ପ ସହିତ ଜଡ଼ିତ ଅଂଶୀଦାରମାନଙ୍କ ସହ…
ଭୁବନେଶ୍ଵର : ମାନ୍ୟବର କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଶ୍ରୀ ଜି. କିଶନ ରେଡ୍ଡୀ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତରେ ଆସି ଆଜି ଖଣି ଏବଂ କୋଇଲା ଶିଳ୍ପ ସହିତ ଜଡିତ ବିଭିନ୍ନ ସରକାରୀ କ୍ଷେତ୍ର, ଘରୋଇ କ୍ଷେତ୍ର ଏବଂ ଶିଳ୍ପ ସଂଘର ଅଂଶୀଦାରମାନଙ୍କ ସହିତ ଏକ ପାରସ୍ପରିକ ଆଲୋଚନା କରିଥିଲେ।!-->…