ମହଙ୍ଗା ପଡ଼ିଲା ଜନ୍ମଦିନ ଆୟୋଜନ; ସିଲ୍‌ ହେଲା ବାର୍‌

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ବାର୍‌ରେ ଜନ୍ମଦିନ ଆୟୋଜନ। ଭୁବନେଶ୍ୱର ଇନ୍‌ଫୋସିଟି ରୋଡ୍‌ରେ ଥିବା ଏକ ବାର୍‌କୁ ସିଲ୍ କରିଛି କମିଶନରେଟ୍ ପୁଲିସ୍‌। ଏହି ବାର୍‌ରେ ଜନ୍ମଦିନ ପାଳନ ବେଳେ କୋଭିଡ୍ ନିୟମ ସମ୍ପୂର୍ଣ୍ଣ ଭାବେ ଉଲ୍ଲଙ୍ଘନ ହୋଇଥିବା ଅଭିଯୋଗ ହୋଇଛି । ବାର୍ଥଡେ ପାର୍ଟି ବେଳେ

୨୪ଘଣ୍ଟାରେ ଲଘୁଚାପ:୫ଦିନ ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ସୋମବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲାରେ ଆସନ୍ତା ୪ରୁ ୫ଦିନ ଧରି ବର୍ଷା ଲାଗିରହିବ। ତେଣୁ ଉପକୂଳବର୍ତ୍ତୀ ପ୍ରାୟ ୧୧ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଭାରତୀୟ ପାଣିପାଗ

୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ     ଆଉ ୫୫,୭୨୩ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫,୫୦,୨୭୪କୁ ବୃଦ୍ଧି ପାଇଛି। ସେହିପରି ଗୋଟିଏ ଦିନରେ ଆଉ

ନୱାଜ ସରିଫଙ୍କ ଜ୍ଵାଇଁ ସଫଦର ଆୱାନ ଗିରଫ

ଇସଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଜ୍ଵାଇଁ ସଫଦର ଆୱାନଙ୍କୁ କରାଚି ପୁଲିସ ଗିରଫ କରିଛି। ପାକିସ୍ତାନ ମୁସଲିମ ଲିଗ୍ (ଏନ) ନେତା ତଥା ନୱାଜଙ୍କ ଝିଅ ମରିୟମ ନୱାଜ ସରିଫ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି। ପାକିସ୍ତାନ ଡେମୋକ୍ରାଟିକ୍ ମୁଭମେଣ୍ଟ

ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର: ଗଜପତି ଜିଲା ଗୁରାଣ୍ଡି ସ୍ଥିତ ମୀନକେତନ ଡିଗ୍ରୀ କଲେଜର ଅଧ୍ୟାପକ ଜି ନଗେଶ୍ୱର ରାଓଙ୍କ ଘରେ ବ୍ରହ୍ମପୁର ଭିଜିଲାନ୍ସ ସୋମବାର ଚଢାଉ କରିଛି । ପାରଳାଖେମୁଣ୍ଡି ସ୍ଥିତ ରାଧାଗୋବିନ୍ଦ ନଗର ୨ୟ ଲାଇନରେ ଥିବା ତାଙ୍କ ଘରୁ ନଗଦ ୩୧ ଲକ୍ଷ ଟଙ୍କା ଜବତ କରାଯାଇଛି । ଅଧ୍ୟାପକ ରାଓଙ୍କ

ଆଉ ୧୭ ଜଣଙ୍କର ଜୀବନ ନେଲା କରୋନା

ଭୁବନେଶ୍ୱର : ସୋମବାର ରାଜ୍ୟରୁ ଆଜି ଆଉ ୧୭ ଜଣଙ୍କର ଜୀବନ ନେଇଛି କରୋନା। ଏଥିସହରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଉ ୧୯୮୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟର ୩୦ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ସୋମବାର ଆଉ ୧୯୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬​କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୩୦୦ ଓ କଟକରୁ ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ମାର୍ଚ୍ଚ ସୁଦ୍ଧା ମିଳିବ କରୋନା ଟିକା

ନୂଆଦିଲ୍ଲୀ:ଆସନ୍ତା ମାର୍ଚମାସ ସୁଧା ଦେଶରେ କରୋନା ଟିକା ‘କୋଭିସିଲଡ’ ଉପଲବ୍ଧ ହେବ ବୋଲି ସେରମ ଇନଷ୍ଟିଚ୍ୟୁତ ଅଫ୍ ଇଣ୍ଡିଆ (ଏସଆଇଆଇ)ର କାର୍ଯ୍ୟନିର୍ବାହୀ ନିର୍ଦେଶକ ଡଃ. ଶୁରେଷ ଯାଦବ କହିଛନ୍ତି । ଆଇସିସିଆଇଡିଡି ସହଯୋଗରେ ଏଚଇଏଏଲ ଦ୍ୱାରା ଆୟୋଜିତ ଇଣ୍ଡିଆ ଭ୍ୟାସିନ୍ ଆସେସ୍ବିଲିଟ୍

ଲକ୍ଷ୍ୟଭେଦ କଲା “ବ୍ରହ୍ମୋସ୍’

ନୂଆଦିଲ୍ଲୀ:ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଭାରତୀୟ ନୌସେନାର ଏକ ‘ଷ୍ଟିଲ୍ଥ୍ ଡେଷ୍ଟ୍ରୟର’ବା ରାଡାରରେ ଧରାପଡୁ ନଥିବା ଯୁଦ୍ଧପୋତରୁ ରବିବାର ଦିନ ‘ ସୁପରସୋନିକ୍ କ୍ରୁଜ୍ ମିସାଇଲ୍ ବ୍ରହ୍ମୋସ୍’ର ସଫଳ ବ୍ୟବହାରିକ ପରୀକ୍ଷା କରାଯାଇଛି ବୋଲି ଏକ ବିବୃତିରେ ‘ଡିଫେନ୍ସ ରିସର୍ଚ ଆଣ୍ଡ

ସେବାର ମାନ ବୃଦ୍ଧି ଜରୁରୀ

ମଣିଷ ସମାଜ କାହିଁ କେଉଁ ଅନନ୍ତକାଳରୁ ଚାଲିଆସିଛି । ବଣ, ପର୍ବତ, ପାହାଡ଼ ଓ ଗୁମ୍ଫା ଆଦିର ଜୀବନକୁ ଅତିକ୍ରମ କରି ଏବେ ସେ ହାଇଟେକ୍ ଯୁଗରେ ପହଂଚିଛି । ପ୍ରତି ସ୍ତରରେ ମଣିଷର ବିକାଶ ଘଟିଛି । ଏହି ବିକାଶ କହିଲେ, କିଏ କ’ଣ ବୁଝେ, ତାହା ବୁଝିବା ମୁସ୍କିଲ । କିନ୍ତୁ ସାଧାରଣ ଭାବେ ବିକାଶ