କୋରାପୁଟ – ମାଲକାନଗିରି ସୀମାରୁ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ
ଭୁବନେଶ୍ୱର : ପୁଣି ମାଓବାଦୀ ନିଜର ସ୍ଥିତି ଜାହିର କରିଥିବା ଜଣାପଡ଼ିଛି। କୋରାପୁଟ – ମାଲକାନଗିରି ସୀମାରୁ ବିଏସଏଫ ଓ କୋରାପୁଟ ଡିଭିଏଫର ମିଳିତ ସର୍ଚ୍ଚ ଅପରେସନ ବେଳେ ବିପୁଳ ପରିମାଣରେ ମାଓ ସାମଗ୍ରୀ ଓ ବିସ୍ଫୋରଣକ ଜବତ ହୋଇଛି। ଏନେଇ କୋରାପୁଟ ଏସପି ସୂଚନା ଦେଇଛନ୍ତି ବୋଲି ଜଣାପଡ଼ିଛି।!-->…