ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା
ବରଗଡ଼: ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି । ତାଙ୍କୁ ଶୁକ୍ରବାର ବିଳମ୍ବିତ ସନ୍ଧ୍ୟାରେ ବିକାଶ ହସ୍ପିଟାଲରେ ଭତି କରାଯାଇଛି । ଶ୍ରୀ ଆଚାର୍ଯ୍ୟ ବୁଧବାର ଦିଲ୍ଲୀରୁ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିଥିଲେ । ଏହା ପରେ ସେ ଭୁବନେଶ୍ୱରରୁ ବରଗଡ଼ ଫେରିଥିଲେ ।!-->…