କଙ୍ଗନାଙ୍କୁ ଦୁଷ୍କର୍ମ ଧମକ ଦେଲେ ଓଡ଼ିଶାର ଆଇନଜୀବୀ
ଭୁବନେଶ୍ୱର: କଙ୍ଗନା ରଣାଓ୍ୱତଙ୍କ ଫେସବୁକ ପୋଷ୍ଟରେ ପ୍ରତିକ୍ରିୟା ଦେଇ ଦୁଷ୍କର୍ମ କରିବାକୁ ଧମକ ଦେଇଛନ୍ତି ଓଡ଼ିଶାର ଜଣେ ଆଇନଜୀବୀ। ତାଙ୍କ ନାମ ମେହେନ୍ଦି ରେଜା। ସୋଶାଲ ମିଡିଆରେ ଯେତେବେଳେ ଲୋକମାନେ ଏହାକୁ ନେଇ ତାଙ୍କୁ କଡ଼ା ପ୍ରତିକ୍ରିୟା ଦେଲେ ସେ ଜବାବରେ କହିଛନ୍ତି ତାଙ୍କ!-->…