ଚାନ୍ଦିପୁରରେ କ୍ରୁଜ ମିଜାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ

ବାଲେଶ୍ବର: ଭାରତ ସୋମବାର ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ସବସୋନିକ କ୍ରୁଜ କ୍ଷେପଣାସ୍ତ୍ର ‘ନିର୍ଭୟ’ର ସଫଳ ପରୀକ୍ଷଣ କରିଛି। ବାଲେଶ୍ବର ଜିଲ୍ଲା ଚାନ୍ଦିପୁରସ୍ଥିତ ଆଇଟିଆରର ୩ ନମ୍ବର କ୍ଷେପଣାସ୍ତ୍ର ଘାଟୀରୁ ଏହି କ୍ଷେପଣାସ୍ତ୍ରକୁ ଆଜି ୧୦ଟା ୩୩ ମିନିଟ ସମୟରେ ପରୀକ୍ଷା କରାଯାଇଥିବା

ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର:  ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପିଜି ନାମ ଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ଏକକ ପିଜି ପ୍ରବେଶିକା ପରୀକ୍ଷା ।  କରୋନା ମହାମାରୀ ସମୟରେ ହେଉଥିବା ଏହି ପରୀକ୍ଷାରେ କରୋନା ସଂକ୍ରମିତ ଛାତ୍ରଛାତ୍ରୀ ମଧ୍ୟ ପରୀକ୍ଷା ଦେଇପାରିବେ। ସେମାନଙ୍କ ନିମନ୍ତେ ସ୍ୱତନ୍ତ୍ର

ଯବାନଙ୍କ ଭୁଜାଲି ଚୋଟରେ ବାପା ମୃତ

ଆନନ୍ଦପୁର : କ୍ରୋଧରେ ହିତାହିତ ଜ୍ଞାନ ଭୁଲିଯାଇଥିବା ଜଣେ  ଆଇଟିବିପି ଯବାନଙ୍କ ଆକ୍ରମଣରେ ଆଖି ବୁଜିଛନ୍ତି ତାଙ୍କ ବାପା। ଏପରି ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ମଦନପୁର ଗାଁରେ ଘଟିଛି। ଅଭିଯୁକ୍ତ ଯବାନ ହେଉଛନ୍ତି ରଞ୍ଜନ ଓଝା। ସେ ଅରୁଣାଚଳ ପ୍ରଦେଶରେ ଆଇଟିବିପି 

ଏନକାଉଣ୍ଟରେ ୨ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଶ୍ରୀନଗରେ ଥିବା ରାମବାଗ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଚାଲିଥିବା ଗୁଳି ବିନିମୟରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାମବାଗ ଅଞ୍ଚଳରେ ୨-୩ଜଣ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ପୁଲିସ ଏବଂ ସିଆରପିଏଫ

ମୁମ୍ବାଇରେ ବିଦ୍ୟୁତ ସେବା ବାଧାପ୍ରାପ୍ତ

ମୁମ୍ବାଇ: ମୁମ୍ବାଇରେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଛି। ଗ୍ରୀଡ୍ ଫେଲ ମାରିବାରୁ ମୁମ୍ବାଇର ଅନେକ ଅଞ୍ଚଳରେ ବିଦ୍ୟୁତ ସେବା ଠପ୍ ହୋଇଯାଇଥିବା ଜଣା ପଡ଼ିଛି। ହଠାତ୍ ଏଭଳି ହେବାରୁ ଲୋକାଲ ଟ୍ରେନ ଓ ମେଟ୍ରୋ ସେବା ବାଧାପ୍ରାପ୍ତ ହୋଇଛି। ଅଧା ବାଟରେ ଲୋକାଲ ଟ୍ରେନ ଓ ମେଟ୍ରୋ ଅଟକିବା ପରେ

୨୪ଘଣ୍ଟାରେ ୬୬,୭୩୨କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ପ୍ରାୟ ୬୬ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୧ ଲକ୍ଷ ପାର କରିଛି।  ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ

ପୁଲିସ କମିସନରଙ୍କ ନାଁରେ ଫେକ୍ ଫେସବୁକ୍ ଆକାଉଣ୍ଟ

ଭୁବନେଶ୍ବର: ଠକେଇ ପାଇଁ ଏବେ ଉଚ୍ଚପଦସ୍ଥ ଅଫିସରଙ୍କ ଫେସବୁକ୍ ଆକାଉଣ୍ଟକୁ ଟାର୍ଗେଟ କରୁଛନ୍ତି ଡିଜିଟାଲ୍ ଠକ । ପୁଲିସ କମିସନର ସୁଧାଂଶୁ ଷଡଙ୍ଗୀଙ୍କ ନାଁରେ ନକଲି ଫେସବୁକ୍ ଆକାଉଣ୍ଟ ଖୋଲାଯାଇଛି । ଫେକ୍ ଆକାଉଣ୍ଟର ପ୍ରୋଫାଇଲ‌ରେ ପୁଲିସ କମିସନରଙ୍କ ଫଟୋକୁ ରଖି ଫ୍ରେଣ୍ଡ ରିକ୍ୟୁଏଷ୍ଟ

ମିଠା ଦୋକାନୀଙ୍କୁ ହତ୍ୟା ଘଟଣା: ଆଉ ୨ଜଣ ଗିରଫ

ଭୁବନେଶ୍ୱର : ସାମନ୍ତରାପୁରରେ ମିଠା ଦୋକାନୀ ପ୍ରଭାକର ସାହୁ ଓରଫ ଜମ୍ବୁକୁ ହାଣି ହତ୍ୟା କରିବା ଘଟଣାରେ କମିସନରେଟ୍‌ ପୁଲିସ୍‌ର ସ୍ପେସାଲ ସ୍କ୍ବାଡ୍‌ ଆଉ ୨ଜଣଙ୍କୁ ଗିରଫ କରିଥିବା ଜଣାଯାଇଛି। ଏଦୁହେଁ ସୁପାରି କିଲର୍ ବୋଲି କୁହାଯାଉଛି। ଉଭୟଙ୍କୁ ବାଲିଗୁଡ଼ାରୁ ଗିରଫ କରାଯାଇଥିବାର ସୂଚନା

ରାଜ୍ୟରେ ୨୪୨୩ ନୂଆ କରୋନା ପଜିଟିଭ୍ ଚିହ୍ନଟ: ୧୮ଜଣଙ୍କ ପ୍ରାଣହାନି

ଭୁବନେଶ୍ବର: ଆଜି ରାଜ୍ୟରେ ୨୪୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୪୧୭ ଓ ସ୍ଥାନୀୟ ଅଞ୍ଚଳରୁ ୧୦୦୬ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୫୪ହଜାର ୬୬୨କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ

ନକଲି ସସ୍ ତଆରି କାରଖାନା ଠାବ, ଜଣେ ଗିରଫ

ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ସହରରେ ଏକ ନକଲି ସସ୍ ତଆରି କାରଖାନା ଠାବ କରାଯାଇଛି। ଏହି ମାମଲାରେ ପୁଲିସ୍ ଜଣଙ୍କୁ ଗିରଫ କରିଥିବା ଜଣାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, ରାଜଗାଙ୍ଗପୁରର ୱାର୍ଡ ନଂ୧ର କୁମ୍ଭାରପଡ଼ାରେ ଏକ ନକଲି ସସ୍ ତିଆରି କାରଖାନା ଉପରେ ପୁଲିସ