ପାର୍ବଣ ଋତୁରେ କରୋନା ପାଇଁ ‘ଭିଡ଼’ ବିପଦ

ନୂଆଦିଲ୍ଲୀ: ଆଗକୁ ପାର୍ବଣ ଓ ଶୀତ ଋତୁ ଆସିଥିବା ବେଳେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବ । ନେଇ କେନ୍ଦ୍ର ସରକାର ଚିନ୍ତା ପ୍ରକାଶ କରିଛନ୍ତି । ଏଥିପାଇଁ ସରକାର ଦେଶବାସୀଙ୍କ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ବିଶେଷକରି ପାବର୍ଣ ଋତୁରେ ଜନସମାଗମକୁ ଏଡାଇବା ପୂର୍ବକ କରୋନା…

ସ୍କୁଟି ଡିକି ଭାଙ୍ଗି ୧.୯୧ ଲକ୍ଷ ଲୁଟ

ରାଉରକେଲା : ସୋମବାର ଉଦିତନଗର କାନାରା ବ୍ୟାଙ୍କ ସମ୍ମୁଖରୁ ସ୍କୁଟି ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୧ଲକ୍ଷ ୯୧ ହଜାର ଟଙ୍କା ଲୁଟି ନେଇଛନ୍ତି l ସୂଚନାଯୋଗ୍ୟ, ଆଜି ଅପରାହ୍ନ ପ୍ରାୟ ୧ଟାରେ ବେଲଡ଼ିହିସ୍ଥିତ ପେଟ୍ରୋଲ ପମ୍ପର କର୍ମଚାରୀ ପରମଜିତ ସିଂହ ରାଉରକେଲା ପାୱାର ହାଉସରୋଡ ଅଫିସରୁ…

ମହେନ୍ଦ୍ର ସିଂହ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ ଧମକ ଦେଇଥିବା ନାବାଳକ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: କିଛି ଦିନ ତଳେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ହ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ କରିବ‌ାର ଧମକ ଦିଆଯାଉଥିବାର ଖବର ସାମ୍ନାକୁ ଆସିଥିଲା। ସୋସିଆଲ ମିଡିଆ ମାଧ୍ୟମରେ ମହେନ୍ଦ୍ର ସିଂ ଧୋନି ଏବଂ ତାଙ୍କ…

ଚାନ୍ଦିପୁରରେ କ୍ରୁଜ ମିଜାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ

ବାଲେଶ୍ବର: ଭାରତ ସୋମବାର ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ସବସୋନିକ କ୍ରୁଜ କ୍ଷେପଣାସ୍ତ୍ର ‘ନିର୍ଭୟ’ର ସଫଳ ପରୀକ୍ଷଣ କରିଛି। ବାଲେଶ୍ବର ଜିଲ୍ଲା ଚାନ୍ଦିପୁରସ୍ଥିତ ଆଇଟିଆରର ୩ ନମ୍ବର କ୍ଷେପଣାସ୍ତ୍ର ଘାଟୀରୁ ଏହି କ୍ଷେପଣାସ୍ତ୍ରକୁ ଆଜି ୧୦ଟା ୩୩ ମିନିଟ ସମୟରେ ପରୀକ୍ଷା କରାଯାଇଥିବା…

ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର:  ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପିଜି ନାମ ଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ଏକକ ପିଜି ପ୍ରବେଶିକା ପରୀକ୍ଷା ।  କରୋନା ମହାମାରୀ ସମୟରେ ହେଉଥିବା ଏହି ପରୀକ୍ଷାରେ କରୋନା ସଂକ୍ରମିତ ଛାତ୍ରଛାତ୍ରୀ ମଧ୍ୟ ପରୀକ୍ଷା ଦେଇପାରିବେ। ସେମାନଙ୍କ ନିମନ୍ତେ ସ୍ୱତନ୍ତ୍ର…

ଯବାନଙ୍କ ଭୁଜାଲି ଚୋଟରେ ବାପା ମୃତ

ଆନନ୍ଦପୁର : କ୍ରୋଧରେ ହିତାହିତ ଜ୍ଞାନ ଭୁଲିଯାଇଥିବା ଜଣେ  ଆଇଟିବିପି ଯବାନଙ୍କ ଆକ୍ରମଣରେ ଆଖି ବୁଜିଛନ୍ତି ତାଙ୍କ ବାପା। ଏପରି ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ମଦନପୁର ଗାଁରେ ଘଟିଛି। ଅଭିଯୁକ୍ତ ଯବାନ ହେଉଛନ୍ତି ରଞ୍ଜନ ଓଝା। ସେ ଅରୁଣାଚଳ ପ୍ରଦେଶରେ ଆଇଟିବିପି …

ଏନକାଉଣ୍ଟରେ ୨ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଶ୍ରୀନଗରେ ଥିବା ରାମବାଗ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଚାଲିଥିବା ଗୁଳି ବିନିମୟରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାମବାଗ ଅଞ୍ଚଳରେ ୨-୩ଜଣ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ପୁଲିସ ଏବଂ ସିଆରପିଏଫ…

ମୁମ୍ବାଇରେ ବିଦ୍ୟୁତ ସେବା ବାଧାପ୍ରାପ୍ତ

ମୁମ୍ବାଇ: ମୁମ୍ବାଇରେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଛି। ଗ୍ରୀଡ୍ ଫେଲ ମାରିବାରୁ ମୁମ୍ବାଇର ଅନେକ ଅଞ୍ଚଳରେ ବିଦ୍ୟୁତ ସେବା ଠପ୍ ହୋଇଯାଇଥିବା ଜଣା ପଡ଼ିଛି। ହଠାତ୍ ଏଭଳି ହେବାରୁ ଲୋକାଲ ଟ୍ରେନ ଓ ମେଟ୍ରୋ ସେବା ବାଧାପ୍ରାପ୍ତ ହୋଇଛି। ଅଧା ବାଟରେ ଲୋକାଲ ଟ୍ରେନ ଓ ମେଟ୍ରୋ ଅଟକିବା ପରେ…

୨୪ଘଣ୍ଟାରେ ୬୬,୭୩୨କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ପ୍ରାୟ ୬୬ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୧ ଲକ୍ଷ ପାର କରିଛି।  ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ…

ପୁଲିସ କମିସନରଙ୍କ ନାଁରେ ଫେକ୍ ଫେସବୁକ୍ ଆକାଉଣ୍ଟ

ଭୁବନେଶ୍ବର: ଠକେଇ ପାଇଁ ଏବେ ଉଚ୍ଚପଦସ୍ଥ ଅଫିସରଙ୍କ ଫେସବୁକ୍ ଆକାଉଣ୍ଟକୁ ଟାର୍ଗେଟ କରୁଛନ୍ତି ଡିଜିଟାଲ୍ ଠକ । ପୁଲିସ କମିସନର ସୁଧାଂଶୁ ଷଡଙ୍ଗୀଙ୍କ ନାଁରେ ନକଲି ଫେସବୁକ୍ ଆକାଉଣ୍ଟ ଖୋଲାଯାଇଛି । ଫେକ୍ ଆକାଉଣ୍ଟର ପ୍ରୋଫାଇଲ‌ରେ ପୁଲିସ କମିସନରଙ୍କ ଫଟୋକୁ ରଖି ଫ୍ରେଣ୍ଡ ରିକ୍ୟୁଏଷ୍ଟ…