ସିଦ୍ଧରମେୟା କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ
ଶିବକୁମାର ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ : କର୍ଣ୍ଣାଟକ କଂଗ୍ରେସର ବରିଷ୍ଠ ନେତା ସିଦ୍ଧରମେୟା ମୁଖ୍ୟମନ୍ତ୍ରୀ ହେବେ । ସେହିପରି ପିସିସି ସଭାପତି ଡିକେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ହେବେ ବୋଲି ଆଜି ଦଳ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । ଆସନ୍ତା ୨୦ ତାରିଖ ଦିନ ମଧ୍ୟାହ୍ନ!-->!-->!-->…