୩ଦିନ ପାଇଁ ବନ୍ଦ ରହିବ ଭିସୁଟ୍
ସମ୍ବଲପୁର : ସମ୍ବଲପୁର ଜିଲ୍ଲାର ବୁର୍ଲା ଭିସୁଟ୍ ୩ଦିନ ପାଇଁ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । ଏନେଇ ଭିସୁଟର ରେଜିଷ୍ଟ୍ରାର୍ ଏକ ଚିଠି ଜାରି କରିଛନ୍ତି।ମିଳିଥିବା ସୂଚନା ଅନୁଯାୟୀ, ବୁର୍ଲା ଭିସୁଟ୍ ଶନିବାର, ରବିବାର ଓ ସୋମବାର ବନ୍ଦ ରହିବ । କରୋନା ସଂକ୍ରମଣକୁ ଆଖିରେ ଆଗରେ ରଖି!-->…