କ୍ଷମା ମାଗିଲେ ବିଧାୟକ ଉମା ସାମନ୍ତରାୟ
ପୁରୀ: ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଘଟଣାରେ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ କ୍ଷମା ମାଗିଛନ୍ତି। ସେ ଏକ ଭିଡିଓ ଜାରି କହିଛନ୍ତି ଯେ ଗତ ୪ ତାରିଖରେ କରୋନା ସଂକ୍ରମିତ ହୋଇ ମଧ୍ୟ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଭୁଲ୍!-->…