ରିୟାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
ମୁମ୍ବାଇ: ବେଆଇନ ଡ୍ରଗ୍ସ କାରବାର ମାମଲାରେ ଛନ୍ଦି ହୋଇଥିବା ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ୍ ପ୍ରଦାନ କରାଯାଇଛି। ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ। ସେ ବିନା ଅନୁମତିରେ ମୁମ୍ବାଇରୁ ବାହାରକୁ ଯାଇପାରିବେ ନାହିଁ ବୋଲି ସୂଚନା!-->…