ଦିଲ୍ଲୀରେ ପ୍ରଦୂଷଣ କମ କରିବା ପାଇଁ ଲଗାଗଲା ‘ଆଣ୍ଟି-ସ୍ମଗ୍ ’ ବନ୍ଧୁକ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ବାୟୁମଣ୍ଡଳର ପ୍ରଦୂଷଣ ମାତ୍ରା ପୁଣି ଅସମ୍ଭାଳ କରିଛି। ବୁଧବାର ସକାଳେ ଦିଲ୍ଲୀରେ ବାୟୁର ଗୁଣବତ୍ତା କିଛି ସମୟ ପାଇଁ ଖରାପ ଶ୍ରେଣୀକୁ ଚାଲି ଯାଇଥିଲା। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ, ଦିଲ୍ଲୀ-ଏନସିଆରରେ ସକାଳ ୧୦ଟାରେ ପ୍ରତି

୨୪ ଘଣ୍ଟାରେ ଦେଶରେ ୭୨,୦୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ  ଲାଗିଛି ।  ଗତ ୨୪ ଘଣ୍ଟାରେ  ପ୍ରାୟ ୭୨ ହଜାର  ନୂଆ

ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

ଭୁବନେଶ୍ବର : ଓଲିଉଡ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ  ଛାଡ଼ପତ୍ର ମାମଲାର ଶୁଣାଣି ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଆରମ୍ଭ ହୋଇଛି । ବିଚାରପତି ଅଂଜୁ ବଜାଜ ଚନ୍ଦନା ଏହି ମାମଲାର ଶୁଣାଣି କରିବା ସହ ବର୍ଷାଙ୍କୁ ନୋଟିସ ଜାରି

ରିୟାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ମୁମ୍ବାଇ: ବେଆଇନ ଡ୍ରଗ୍ସ କାରବାର ମାମଲାରେ ଛନ୍ଦି ହୋଇଥିବା ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ୍‌ ପ୍ରଦାନ କରାଯାଇଛି। ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ। ସେ ବିନା ଅନୁମତିରେ ମୁମ୍ବାଇରୁ ବାହାରକୁ ଯାଇପାରିବେ ନାହିଁ ବୋଲି ସୂଚନା

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁବରଣ କରିଥିବା ୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ମହିଳା ରହିଛନ୍ତି । । ଏହା ସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୯୫୮ ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା

ରାଜଭବନ ନିକଟସ୍ଥ ପେଟ୍ରୋଲ ଟାଙ୍କିରେ ବଡ଼ ଧରଣର ବିସ୍ଫୋରଣ

ଭୁବନେଶ୍ବର : ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ଟାଙ୍କିରେ ଆଜି ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି । ଏହା ଫଳରେ ଟାଙ୍କିରେ ନିଆଁ ଲାଗିଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଛନ୍ତି । କେଉଁ କାରଣରୁ ଟାଙ୍କିରେ ନିଆଁ ଲାଗିଲା ସେ

ରାଜ୍ୟରେ ୨୯୯୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ଓଡ଼ିଶାରେ ଗତ ୨୪ ଘଣ୍ଟାରେ ରେକର୍ଡ ୨୯୯୫ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୧୨୫୮ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୧୭୩୭ ଟି ମାମଲା କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ

ଦିଲୀପ ରାୟ ଦୋଷୀ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ୧୯୯୯ରେ ଝାଡଖଣ୍ଡ କୋଇଲା ବ୍ଲକ ଆବଂଟନ ଦୁର୍ନୀତି ମାମଲାରେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ ଅଦାଲତ ଆଜି ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଆସନ୍ତା ୧୪ତାରିଖ ଦିନ ଅଦାଲତ ଦଣ୍ଡବିଧାନ ଘୋଷଣା କରିବେ ।

କରୋନା ସଂକ୍ରମଣ ହ୍ରାସ ପାଉଛି!

ଦୀର୍ଘ ୭ ମାସ ଭିତରେ କରୋନା ମହାମାରୀ ସାରା ବିଶ୍ୱରେ ଏହାର ଭୟଙ୍କର ରୂପ ପ୍ରଦର୍ଶନ କରିଚାଲିଛି । ଚାଇନାରୁ ୨୦୨୦ ଜାନୁଆରୀ ଓ ଫେବୃଆରୀ ସୁଦ୍ଧା କରୋନା ସଂକ୍ରମଣ ସଂଖ୍ୟା ତଳକୁ ଖସିଥିଲା ବେଳେ ଏହା ପୃଥିବୀର ଅନ୍ୟ ଦେଶ ଗୁଡିକୁ ସଂକ୍ରମିତ ହୋଇଥିଲା । ବିଶେଷତଃ, ପାଶ୍ଚାତ୍ୟ ରାଷ୍ଟ୍ର

ରାଜନେତା କାର୍ତିକେଶ୍ୱର ପାତ୍ରଙ୍କ ପରଲୋକ

ଭୋଗରାଇ: ବାଲେଶ୍ୱରର ପୂର୍ବତନ ସାଂସଦ ତଥା ଭୋଗରାଇ ପୂର୍ବତନ ବିଧାୟକ ବର୍ଷୀୟାନ ରାଜନେତା ଓ ସୁଲେଖକ ଡ.କାର୍ତିକେଶ୍ୱର ପାତ୍ର (୮୧) ଆଉ ନାହାନ୍ତି । ଅସୁସ୍ଥତା ଯୋଗୁଁ ଚିକିତ୍ସା ପାଇଁ ତାଙ୍କୁ ଆମ୍ବୁଲାନ୍ସରେ ଭୁବନେଶ୍ୱର ନିଆଯାଉଥିବା ବେଳେ ସୋମାବାର ରାତି ପ୍ରାୟ ୧୧ଟା ୪୦ରେ ପାଣିକୋଇଲି