ଦେଶରେ ୧ ଲକ୍ଷ ଟପିଲା କରୋନା ମୃତ୍ୟୁସଂଖ୍ୟା
ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ପ୍ରାୟ ୬୧ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି । ତେବେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଯାଇଛି । କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ!-->…