ଦିଲୀପ ରାୟ ଦୋଷୀ
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ୧୯୯୯ରେ ଝାଡଖଣ୍ଡ କୋଇଲା ବ୍ଲକ ଆବଂଟନ ଦୁର୍ନୀତି ମାମଲାରେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ ଅଦାଲତ ଆଜି ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଆସନ୍ତା ୧୪ତାରିଖ ଦିନ ଅଦାଲତ ଦଣ୍ଡବିଧାନ ଘୋଷଣା କରିବେ ।!-->…