ହାଥରସ ଗଣଦୁଷ୍କର୍ମ :କଂଗ୍ରେସ ପକ୍ଷରୁ ମୋଦି, ଯୋଗୀଙ୍କ କୁଶପୁତଳିକା ଦାହ

ଯାଜପୁର: ଉତରପ୍ରଦେଶର ହାଥରସ ଦଳିତ ଯୁବତୀଙ୍କୁ ଗଣ ଦୁଷ୍କର୍ମ କାରୀମାନଙ୍କୁ ଫାସୀ ଦଣ୍ଡରେ ଦଣ୍ଡି କରାଯିବା ସହିତ ଉତରପୁଲିସର କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ପ୍ରତି ହୋଇଥିବା ର୍ଦୁବ୍ୟବହାରକୁ କଂଗ୍ରେସ ପ୍ରତିବାଦ କରିଛି । ଏଥିନେଇ ଆଜି ଦଶରଥପୁର ବ୍ଲକ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ

‘ସ୍ୱଚ୍ଛ ଭାରତ’ ପାଳନ କଲା ଲାୟନ୍ସ କ୍ଲବ ସ୍ମାଇଲ

ଭୁବନେଶ୍ୱର: ଅକ୍ଟୋବର ୨.୧୦୨୦୨୦ ତରିଖ, ପବିତ୍ର ଗାନ୍ଧି ଜୟନ୍ତୀ ଓ ଶାସ୍ତ୍ରୀ ଅବସରରେ ଲାୟନ୍ସ କ୍ଲବ ସ୍ମାଇଲ, ଭୁବନେଶ୍ୱର ଆନୁକୂଲ୍ୟରେ ‘ସ୍ୱଚ୍ଛ ଭାରତ’ ୟୁନିଟ ୨ ହାଟର ପାର୍କିଂରେ ପାଳନ ହେଇଥିଲା । କ୍ଲବର ସଭାପତି ଶ୍ରୀମତୀ ସସ୍ମିତା ସ୍ୱାଇଁ, ଉପ ସଭାପତି ପ୍ରସନ୍ନଜିତ୍ ମିିତ୍ର ସଂପାଦକ

ବନ୍ୟାରେ ଉଠାଜଳସଚେନର ୧୮୬ ପ୍ରକଳ୍ପ ଅଚଳ, ମରାମତି ପାଇଁ ଦାବୀ

ଚମ୍ପୁଆ: ଚମ୍ପୁଆ ଉପଖଣ୍ଡର ବିଭିନ୍ନ ଗ୍ରାମର ଚାାଷୀମାନେ ପାଣି ପଂଚାୟତ ଗଠନ କରି ବିଭିନ୍ନ ଜଳଉସô ଗୁଡିକରୁ ଉଠାଜଳସେଚନ ପ୍ରକଳ୍ପ ମାଧ୍ୟମ ଚାଷ କରି ଆସୁଥିଲେ । କିନ୍ତୁ୍ ଚଳିତ୨୦୨୦ମସିହା ଅଗଷ୍ଟ ୨୬/୨୭ ତାରିଖରେ ଚମ୍ପୁଆ ଉପଖଣ୍ଡରେ ପ୍ରବଳ ବର୍ଷା ହେବାୁର ନଦୀବଢ଼ି ହୋଇ ଥିଲା । ଫଳରେ

୫୦:୫୦ଆସନ ବାଣ୍ଟିବା ନେଇ ରାଜି ହେଲେ ବିଜେପି-ଜେଡିୟୁ

ପାଟନା: ବିହାର ବିଧାନସଭା ନିର୍ବାଚନ ୨୦୨୦ ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନେତୃତ୍ୱାଧୀନ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ଏବଂ ଭାରତୀୟ ଜନତା ପାର୍ଟି (ବିଜେପି) ୫୦:୫୦ ଆସନ ବାଣ୍ଟିବା ଫର୍ମୁଲାକୁ ଆପଣାଇଛନ୍ତି। ଖୁବ ଶୀଘ୍ର ଏ ନେଇ ଏକ ସରକାରୀ ଘୋଷଣା କରାଯିବ ବୋଲି ସୂଚନା

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ଭୁବନେଶ୍ୱର : ଆଜି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ୩ ଦିନ ମଧ୍ୟ ବର୍ଷା ଜାରି ରହିବ। ଗତ ୨ ଦିନ ତଳେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଉପକୂଳରେ ରହିଥିବାରୁ କାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସହ ସାରା

୩୩୨୬ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୩୩୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୪୫ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୮ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ

ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୯୦୦ ଟପିଲା

ଭୁବନେଶ୍ବର: କରୋନାରେ ପୁଣି ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଆଜି ଯେଉଁ ୧୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ ଖୋର୍ଦ୍ଧା ଓ

ପଞ୍ଚଭୂତରେ ଲୀନ ହେଲେ ପ୍ରଦୀପ ମହାରଥୀ

ପୁରୀ:  ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ପୁରୀର ସ୍ବର୍ଗଦ୍ବାରରେ ସଂପନ୍ନ ହୋଇଛି। ପଞ୍ଚଭୂତରେ ଲୀନ ହୋଇଛି ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର। ପୁତ୍ର ରୁଦ୍ର ପ୍ରତାପ ପିତାଙ୍କୁ ମୁଖାଗ୍ନି ଦେଇଛନ୍ତି।

୪ ଖାଦ୍ୟ ଡେଲିଭରି ବଏଙ୍କ ଦ୍ୱାରା ଦୁଷ୍କର୍ମର ଶିକାର ହେଲେ ମହିଳା

ଗୁରୁଗ୍ରାମ:ଗୁରୁଗ୍ରାମରେ ଜଣେ ୩୨ବର୍ଷ ବୟସ୍କା ମହିଳାଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ନେଇ ଖବର ମିଳିଛି। ଗଣଦୁଷ୍କର୍ମ କରିଥିବା ଚାରିଜଣ ଯୁବକ ଖାଦ୍ୟ ଡେଲିଭରି ବଏ ଭାବରେ କାମ କରୁଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏହି ଘଟଣା ପରେ ୪ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିବା

ଘର ଭିତରେ ମଦ ବାର୍

କଟକ: କଟକ ସହରର ମାଛୁଆ ବଜାରରେ ଘର ଭିତରେ ଖୋଲିଥିଲା ମଦ ବାର୍। ଗାନ୍ଧୀ ଜୟନ୍ତୀରେ ମଦ କାରବାର କରିବାକୁ ଘରେ ବିପୁଳ ପରିମାଣରେ ମଦ ଗଚ୍ଛିତ କରି ରଖାଯାଇଥିଲା। ମଙ୍ଗଳାବାଗ ଥାନା ପୁଲିସ ଖବର ପାଇ ଏହି ବେଆଇନ ମଦ ବାର୍‌ ଉପରେ ଚଢ଼ାଉ କରିଛି। ପୁଲିସ ଉଭୟ ମଦ ଦୋକାନୀ ଓ ମ୍ୟାନେଜରକୁ